ମୁଖ୍ୟମନ୍ତ୍ରୀ ଙ୍କ ପାଇଁ ଆସିଲା ସ୍ଵତନ୍ତ୍ର ପ୍ରଚାର ଗାଡ଼ି।

ଧନୁଷ ଏକ୍ସପ୍ରେସ ବ୍ୟୁରୋ: ଆଗାମୀ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ଏକ ସ୍ୱତନ୍ତ୍ର ଗାଡ଼ିର ବ୍ୟବସ୍ଥା କରାଯାଇଛି। ଏହି ଏୟାର କଣ୍ଡିସନ୍ ଗାଡ଼ିରେ ମାସ୍ ଆଡ୍ରେସ୍ ସିଷ୍ଟମ୍ ଏବଂ ହାଇଡ୍ରୋଲିକ୍ ଲିଫ୍ଟ ସମେତ ଅନ୍ୟାନ୍ୟ ସୁବିଧା ରହିଛି।

Comments

Popular posts from this blog

୧ କୁଇଣ୍ଟାଲ ଗଂଜେଇ ଜବତ. ୨ ଜଣ ବେପାରୀ ଗିରଫ।

ଆରମ୍ଭ ହୋଇ ଯାଇଛି ଚଳିତ ବର୍ଷ ର ପ୍ରଥମ ରବି ମଣ୍ଡି , ଚାଷୀ ମାନେ ସରକାର ଙ୍କ ନିଷ୍ପତିକୁ ସ୍ଵାଗତ ଜଣାଇ ଭଲ ଧାନ ଦବୁ ଭଲ ଟଙ୍କା ନବୁ ବୋଲି ଆଶା ରଖିଛନ୍ତି ।

କେ ଏମ ଭାଲିଆସାହିରେ ୨ୟ ପର୍ଯ୍ୟାୟ ନିଷ୍ଠା ତାଲିମ ପରିସମାପ୍ତ।