ଫୋନ ଯୋଗେ ମମତା ଙ୍କସହ କଥାହେଲେ ମୁଖ୍ୟମନ୍ତ୍ରୀ।
ଧନୁଷ ଏକ୍ସପ୍ରେସ ବ୍ୟୁରୋ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ୍ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ କଥା ହୋଇଛନ୍ତି। ଆଳୁ ଯୋଗାଣ ସମସ୍ୟା ସ୍ୱଭାବିକ କରିବାକୁ ମମତାଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି। #Odisha #Dhanushexpress
Comments
Post a Comment