ଇଣ୍ଡିଗୋ ବିମାନ 6E 2006ରେ ଯାନ୍ତ୍ରିକ ତ୍ରୁଟି ।

ଇଣ୍ଡିଗୋ ବିମାନ 6E 2006ରେ ଯାନ୍ତ୍ରିକ ତ୍ରୁଟି । 
ଦିଲ୍ଲୀ ବିମାନ ବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ- ୬ଇ ୨୦୦୬ । ଦିଲ୍ଲୀରୁ ଲେହ ପାଇଁ ଉଡାଣ ଭରିଥିଲା ଏହି ବିମାନ । ବିମାନରେ ମୋଟ ୧୮୦ ଯାତ୍ରୀ ଥିଲେ । ଅବତରଣ ପରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା । #Odisha 
#Dhanushexpress 

Comments

Popular posts from this blog

୧ କୁଇଣ୍ଟାଲ ଗଂଜେଇ ଜବତ. ୨ ଜଣ ବେପାରୀ ଗିରଫ।

ଆରମ୍ଭ ହୋଇ ଯାଇଛି ଚଳିତ ବର୍ଷ ର ପ୍ରଥମ ରବି ମଣ୍ଡି , ଚାଷୀ ମାନେ ସରକାର ଙ୍କ ନିଷ୍ପତିକୁ ସ୍ଵାଗତ ଜଣାଇ ଭଲ ଧାନ ଦବୁ ଭଲ ଟଙ୍କା ନବୁ ବୋଲି ଆଶା ରଖିଛନ୍ତି ।

କେ ଏମ ଭାଲିଆସାହିରେ ୨ୟ ପର୍ଯ୍ୟାୟ ନିଷ୍ଠା ତାଲିମ ପରିସମାପ୍ତ।