ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆପତ୍ତିଜନକ ଭିଡିଓ ପୋଷ୍ଟ କରି ଯୁବକ ଗିରଫ।
-ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆପତ୍ତିଜନକ ଭିଡିଓ ପୋଷ୍ଟ କରି ଯୁବକ ଗିରଫ
-ସୋସିଆଲ୍ ମିଡିଆରେ ସାମ୍ମନାହାନୀ ପୋଷ୍ଟ କରିବାରୁ ଗିରଫ କଲା କ୍ରାଇମବ୍ରାଞ୍ଚ
-ରାୟଗଡ଼ା ଚାନ୍ଦିଲିର କିଶୋର କୌଶଲ୍ୟା ଗିରଫ
-ଫେସବୁକରେ ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ସେୟାର କରିଥିଲେ
-ଉଦ୍ଦେଶ୍ୟମୂଳକ ଭାବେ ଅପମାନିତ କରିବା ଭଳି AI ଭିଡିଓ କରି ଗିରଫ
#Dhanushexpress
Comments
Post a Comment